ରାଜ୍ୟ

ଓଡ଼ିଶା ଆନ୍ଧ୍ର ସୀମା ବିବାଦର ସ୍ଥୟୀ ସମାଧାନ ପାଇଁ ପଦଯାତ୍ରା, ଭୁବନେଶ୍ୱରରୁ ଅମରାବତୀ ଚାଲିବେ ସମାଜସେବୀ ମୁକ୍ତିକାନ୍ତ ବିଶ୍ୱାଳ

କେନ୍ୟୁଜ୍(ବ୍ୟୁରୋ):ଭୁବନେଶ୍ୱରରୁ ଅମରାବତୀ।ପଦଯାତ୍ରାରେ ବାହାରିଲେ ସମାଜସେବୀ ମୁକ୍ତିକାନ୍ତ ବିଶ୍ୱାଳ। ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଥିବା ସୀମା ବିବାଦର ସ୍ଥାୟୀ ସମାଧାନର ବାର୍ତ୍ତା ପହଞ୍ଚାଇବା ପାଇଁ ପଦଯାତ୍ରା ଆରମ୍ଭ କରିଛନ୍ତି ।

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆନ୍ଧ୍ରପ୍ରଦେଶ ମୁଖ୍ୟମୁନ୍ତ୍ରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ୮୦୦ କି.ମି ସଚେତନତା ପଦଯାତ୍ରା ଆରମ୍ଭ କରିଛନ୍ତି । ଏହି ଯାତ୍ରା ଅତିକ୍ରମ କରିବା ପାଇଁ ତାଙ୍କୁ ୪୦ ରୁ ୪୫ ଦିନ ସମୟ ଲାଗିବ । ପଦଯାତ୍ରା ଜରିଆରେ ଉଭୟ ରାଜ୍ୟ ମଧ୍ୟରେ ଶାନ୍ତି ବାର୍ତ୍ତା ଦେବାର ଉଦେଶ୍ୟ ରଖିଛନ୍ତି । 

KNews Bureau

Recent Posts

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

3 mins ago

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ…

16 mins ago

ମୋଟାପଣ କମ୍ କରିବା ପାଇଁ ଅତ୍ୟନ୍ତ ଲାଭଦାୟକ ଦଲିଆ, ଜାଣନ୍ତୁ କିପରି କରିବେ ପ୍ରସ୍ତୁତ

ଦଲିଆ ଏକ ହେଲ୍ଦି ଏବଂ ଉତ୍କୃଷ୍ଟ ବ୍ରେକଫାଷ୍ଟ ଏବଂ ଡିନର୍ ଅପ୍ସନ । ବିଶେଷକରି, ଯଦି ଆପଣ ଓଜନ ହ୍ରାସ…

18 mins ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

19 mins ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

42 mins ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

1 hour ago