ଯାଜପୁର ଟାଉନ(କେନ୍ୟୁଜ୍) : ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଫେରାର ହୋଇଯାଇଥିବା ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି ବିଂଝାରପୁର ପୋଲିସ୍ । ଯାଜପୁର ବିଂଝାରପୁର ଅଞ୍ଚଳର ପିତେଇ ଛକ ନାଳରୁ କିଛି ଦିନ ତଳେ ଜଣେ ମହିଳାଙ୍କ ମୃତ ଦେହକୁ ପୋଲିସ ଉଦ୍ଧାର କରିଥିଲା ।
ଘଟଣାର ତଦନ୍ତ ଚାଲିଥିବା ବେଳେ ପୋଲିସ ତା’ର ସ୍ୱାମୀ ଉପରେ ସନ୍ଦେହ ପ୍ରକଟ କରିଥିଲା । ହେଲେ ପୋଲିସ ହାତରେ ଧରା ପଡ଼ିବା ପୂର୍ବରୁ ସ୍ୱାମୀ ବଚନ ସାହାଣି ଫେରାର୍ ହୋଇଯାଇଥିଲା । ଫଳରେ ପୋଲିସର ସନ୍ଦେହ ଦୃଢ଼ ହୋଇଥିଲା ।
ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଅଭିଯୁକ୍ତ ବଚନକୁ ବିହାରରୁ ଗିରଫ କରିଛି । ହତ୍ୟାକାଣ୍ଡରେ ବ୍ୟବହୃତ ସାମଗ୍ରୀ ମଧ୍ୟ ଜବତ କରାଯାଇଛି । ଅଭିଯୁକ୍ତ ବଚନ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଇ ଆଜି କୋର୍ଟ ଚାଲାଣ କରାଯାଇଛି ।
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…