କେନ୍ଦୁଝର : ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତଙ୍କ ଥାନାରେ ଆତ୍ମସମର୍ପଣ

କେନ୍ଦୁଝର : ଗୁଣିଗାରେଡି ସନ୍ଦେହରେ ବୀଭତ୍ସକାଣ୍ଡ । କେନ୍ଦୁଝର ଜିଲ୍ଲା ସଦର ଥାନା ସେଣ୍ଡକାପ ଗାଁରେ ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ଦୀନବନ୍ଧୁ ମୁଣ୍ଡା ବୋଲି ଜଣାପଡ଼ିଛି। ଦୀନବନ୍ଧୁଙ୍କୁ ହତ୍ୟା କରିଥିବା ଅଭିଯୁକ୍ତମାନେ ସଦର ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.