Below header

ରାଇରଙ୍ଗପୁର: ଜମିବାଡ଼ି ବିବାଦରୁ ଶିକ୍ଷକଙ୍କୁ ହତ୍ୟା, ଅଭିଯୁକ୍ତ ପୁତୁରା ଗିରଫ

ରାଇରଙ୍ଗପୁର: ଜମିବାଡ଼ି ବିବାଦରୁ ଶିକ୍ଷକଙ୍କୁ ହତ୍ୟା । ମୃତକ ରାଇରଙ୍ଗପୁର ଗୋରୁମହିଷାଣି ଥାନା ଜାମପାଣି ଗାଁର ଶୁକୁଦେବ ମାରାଣ୍ଡି। ଜମି ବିବାଦକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି। ଅଭିଯୁକ୍ତ ଜଣକ ମୃତ ଶିକ୍ଷକଙ୍କ ପୁତୁରା । ଖବର ପାଇ ଗୋରୁମହିଷାଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଅଭିଯୁକ୍ତ ପୁତୁରାଙ୍କୁ ଗିରଫ କରିବା ସହ ଅନ୍ୟ ଦୁଇ ଜଣଙ୍କୁ ମଧ୍ୟ ଅଟକ ରଖିଛି । ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଅଧିକ ଛାନଭିନ୍‌ ଜାରି ରଖିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.