ରାଜ୍ୟ

ବୌଦ୍ଧ ବଡଡୁଙ୍ଗୁରିପାଲି ଗାଁରେ ଅଭାବନୀୟ ଘଟଣା, ହତ୍ୟା କରିବାକୁ ଯାଇ ହତ୍ୟାର ଶୀକାର

ବୌଦ୍ଧ (କେନ୍ଯୁଜ୍): ହତ୍ୟା କରିବାକୁ ଯାଇ ହତ୍ୟାର ଶୀକାର। ଏପରି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ବଡଡୁଙ୍ଗୁରିପାଲି ଗାଁରେ। ମୃତକ ଜଣକ ହେଉଛନ୍ତି ନରେଶ ଭୋଇ। ପୂର୍ବ ଶତୃତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଗାଁର ନକରେଶ ଭୋଇ ଓ ଲଳିତ ସାହୁଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନରୁ ଶତୃତା ଲାଗି ରହିଥିଲା।

ତେବେ ଗତକାଲି ରାତିରେ ନରେଶ ଲଳିତଙ୍କ ଘରକୁ ଯାଇ ଟାଙ୍ଗିଆରେ ଆକ୍ରମଣ କରିଥିଲା। ଲଳିତଙ୍କ ଦୁଇ ପୁଅ ନରେଶଙ୍କୁ ସେହି ଟାଙ୍ଗିଆରେ ହାଣି ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଅଧିକ ତଦନ୍ତ କରୁଛି। ନରେଶ ପୂର୍ବରୁ ଜଣେ ଯୁବକଙ୍କୁ ହତ୍ୟା ଅଭିଯୋଗରେ ସଜା କାଟି ଗତ ୬ ବର୍ଷ ହେଲା ଜେଲରେ ରହି ଜାମିନରେ ବାହାରିଥିଲେ।

Sonalisa

Recent Posts

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

3 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

20 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

29 mins ago

ଏଲନ୍‌ ମସ୍କଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଭାରତରେ ବ୍ୟାନ୍‌ କଲେ ୨ ଲକ୍ଷରୁ ଅଧିକ X ଆକାଉଣ୍ଟ, ହେଉଥିଲା ଘୃଣ୍ୟ କାର୍ଯ୍ୟ

ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…

34 mins ago

ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

59 mins ago

ବିବାହ ପୂର୍ବରୁ ଶାଶୁଘର ଲୋକଙ୍କ ସହ ନଜର ଆସିଲେ ସୋନାକ୍ଷୀ, ଭାଇରାଲ ହେଉଛି ଫଟୋ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…

1 hour ago