ବଲାଙ୍ଗିର: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର(କେନ୍ୟୁଜ୍): ଯୁବକଙ୍କୁ ନିର୍ମମ ହତ୍ୟା!। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର। ବଲାଙ୍ଗିର ସହର ହାତୀସାଲପଡ଼ା ଫରେଷ୍ଟ କଲୋନୀ ନିକଟ ଗାଡି ପାର୍କିଂରୁ ମୃତଦେହ ଉଦ୍ଧାର ହୋଇଛି।

ମୃତକ ଠିକାଦାରପଡ଼ାର ଅଭିମନ୍ୟୁ ହାତୀ। ସେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିଲେ। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ବଲାଙ୍ଗିର ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.