Categories: ରାଜ୍ୟ

ପାରିବାରିକ କଳହକୁ କେନ୍ଦ୍ର କରି ଦୁଇ ଦୁଇଟି ହତ୍ଯାକାଣ୍ଡ

ବାଲେଶ୍ୱର(କେନ୍ଯୁଜ୍) : ସାନ ଭାଇର ମାଡରେ ବଡ଼ଭାଇର ମୃତ୍ୟୁ । ବାଲେଶ୍ୱର ଭୋଗରାଇ ଥାନା ଅନ୍ତର୍ଗତ ବିଚିତ୍ରପୁର ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତକ ହେଲେ ଶମ୍ଭୁ ଦଳାଇ । ପୋଲିସ ଘଟଣାର ତଦନ୍ତ କରୁଛି । ଜମିବାଡି ବିବାଦକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା

ସ୍ୱାମୀର ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ । ଘଟଣା ଘଟିଛି କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ପାଟଣା ସାହିରେ । ମୃତ ମହିଳା ହେଉଛନ୍ତି ସେବତୀ ନାୟକ । ପୋଲିସ ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି। ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

3 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

5 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

45 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

60 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago