ରାଜଧାନୀରେ ହତ୍ୟାକାଣ୍ଡ, ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର: ରାଜଧାନୀରେ ହତ୍ୟାକାଣ୍ଡ। ବିଚ୍‌ ରାସ୍ତାରେ ଯୁବକଙ୍କୁ ହତ୍ୟା । ବୁଦ୍ଧନଗର କଦଳୀ ଗୋଦାମ ବସ୍ତିରେ ଯୁବକଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ହେଉଛନ୍ତି କାର୍ତ୍ତିକ ସାହୁ। ର୍ପୂବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି।

ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଂଚି ତଦନ୍ତ କରୁଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.