ଭୁବନେଶ୍ବର(କେନ୍ୟୁଜ୍): ସ୍ତ୍ରୀର ତଣ୍ଟି ଚିପି ହତ୍ୟା ଅଭିଯୋଗ। ଥାନାରେ ଅଭିଯୋଗ ଆଣିଲେ ସ୍ୱାମୀ। ସ୍ୱାମୀଙ୍କ ଅନୁପସ୍ଥିତିରେ କେହି ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ସ୍ୱାମୀ ଅନନ୍ତ ନାରାୟଣ ନାଥ। ବେକରେ ଦାଗ ଚି଼ହ୍ନ ଥିବାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରୁଛି ପୋଲିସ୍ । ମୃତ ଶୁଭଶ୍ରୀ ମହାପାତ୍ରଙ୍କ ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି ପୋଲିସ୍। ଏହି ଭଳି ଏକ ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ବର ସ୍ଥିତ ଖାରବେଳ ନଗର ଥାନା ଶାସ୍ତ୍ରୀନଗର ଅଞ୍ଚଳରେ।
ଗତ ମାସରେ ଭାରତରେ Realme GT 6T ଲଞ୍ଚ କରାଯାଇଥିଲା । ରିୟଲମି ଚଳିତ ମାସରେ ଜିଟି ସିରିଜର ଆଉ…
ସୁନ୍ଦରଗଡ(କେନ୍ୟୁଜ୍): ଭାରତ ସ୍ୱାଧୀନତାକୁ ବିତି ସାରିଲାଣି ୭୪ବର୍ଷ । ଏହି ୭୪ ବର୍ଷରେ ଆସିଛନ୍ତି ଅନେକ ସରକାର । କରିଛନ୍ତି…
ପ୍ୟାରିସରୁ ମୁମ୍ବାଇ ଆସୁଥିବା ଭିସ୍ତାରା ବିମାନରେ ବୋମା ଆତଙ୍କ । ଏହି ଖବର ପ୍ରସାରିତ ହେବା ପରେ ଆତଙ୍କ ସୃଷ୍ଟି…
କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…
ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…
ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…