Below header

ଭୁବନେଶ୍ୱରରେ ହତ୍ୟାକାଣ୍ଡ , ଚନ୍ଦକା ଥାନା କୃଷ୍ଣପୁରରେ ଯୁବତୀଙ୍କୁ ବୀଭତ୍ସ ହତ୍ୟା

ଭୁବନେଶ୍ୱର(କେନ୍ଯୁଜ୍) : ଭୁବନେଶ୍ୱରରେ ହତ୍ୟାକାଣ୍ଡ । ଚନ୍ଦକା ଥାନା କୃଷ୍ଣପୁରରେ ଯୁବତୀଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି । ୩ ଦିନ ତଳେ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି । ଯୁବତୀଙ୍କ ଘର ସତ୍ୟବାଦୀ ଥାନା ଅଞ୍ଚଳରେ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଆରମ୍ଭ କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.