ରାଜ୍ୟ

ରାଜଧାନୀରେ ଗଡିଲା ମୁଣ୍ଡ: ସାମାନ୍ୟ ବଚସାକୁ କେନ୍ଦ୍ର କରି ମୋବାଇଲ୍ ଦୋକାନୀଙ୍କୁ ହତ୍ୟା

ଭୁବନେଶ୍ବର(କେନ୍ଯୁଜ୍): ରାଜଧାନୀରେ ଗଡିଲା ମୁଣ୍ଡ। ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ। ଖଣ୍ଡିଗିରି ଥାନା ରଘୁନାଥନଗର ମନ୍ଦିର ନିକଟରେ ହୋଇଛି ହତ୍ୟାକାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଜଣେ ମୋବାଇଲ ଦୋକାନୀକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ।

ମୃତ ଯୁବକ ହେଉଛନ୍ତି ସନାତନ ରାଉତରାୟ। ଘଟଣାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୨ଜଣ ମହିଳାଙ୍କୁ ଅଟକ ରଖିଛି ପୋଲିସ। ମୁଖ୍ୟ ଅଭିଯୁକ୍ତ ଫେରାର ଥିବାବେଳେ ଗଠନ ହୋଇଚି ସ୍ୱନନ୍ତ୍ର ଟିମ୍‌। ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Sonalisa

Recent Posts

Smart AC କ’ଣ? ଏହି ଏସି କିଣିବା କାହିଁକି ଲାଭଦାୟକ ହୋଇଥାଏ?

ବର୍ତ୍ତମାନ ସମଗ୍ର ଭାରତରେ ଭୀଷଣ ହିଟୱେଭ ଚାଲିଛି । ଏପରି ପରିସ୍ଥିତିରେ, ଘର ହେଉ କିମ୍ବା ଅଫିସ୍ ହେଉ, ଏସି…

6 mins ago

ଚେନ୍ନାଇରୁ ମୁମ୍ବାଇ ଯାଉଥିବା IndiGo ବିମାନକୁ ବୋମା ଧମକ, କ୍ରୁ ସଦସ୍ୟଙ୍କୁ ମିଳିଲା ଧମକପୂର୍ଣ୍ଣ ଚିଠି

ଇଣ୍ଡିଗୋ ବିମାନକୁ ପୁଣି ବୋମା ଧମକ । ଚେନ୍ନାଇରୁ ମୁମ୍ବାଇ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମାରେ ଉଡ଼ାଇ ଦେବାକୁ…

22 mins ago

କଣ୍ଟାବାଞ୍ଜି: ମାଲବୋଝେଇ ଟ୍ରେନ ଲାଇନଚ୍ୟୁତ, ଟ୍ରାକ୍ ବାହାରକୁ ପଳାଇଲା ୪ଟି ବଗି

କଣ୍ଟାବାଞ୍ଜି(କେନ୍ୟୁଜ୍‌): goodଯାହାଫଳରେ ଏହି ଟ୍ରାକରେ ଟ୍ରେନ୍ ଚଳାଚଳ ବନ୍ଦ ହୋଇଥିଲା । ଖୋଦ ସମ୍ବଲପୁର ଡିଭିଜନ ଡିଆରଏମ ଓ ରେଳବାଇ…

23 mins ago

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ଇଭିଏମ୍‌ ଏବଂ ଭିଭିପାଟ୍‌କୁ ପୋଖରୀରେ ଫିଙ୍ଗିଲେ ଲୋକ

ଆଜି ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟିଂ ଜାରି ରହିଛି । ଏହା ମଧ୍ୟରେ ପଶ୍ଚିମବଙ୍ଗରେ ପୁଣି ଦେଖିବାକୁ ମିଳିଛି…

42 mins ago

ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ : ସିଇଓ

ମହାକାଳପଡ଼ା(କେନ୍ୟୁଜ୍‌): ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ । ପ୍ରେସ୍ ମିଟରେ ସ୍ପଷ୍ଟ କଲେ ମୁଖ୍ୟ…

44 mins ago

ଯୁଦ୍ଧ ଶେଷ କରିବାର ସମୟ ଆସିଛି : ବାଇଡେନ

ଯୁଦ୍ଧ ଶେଷ କରିବାର ସମୟ ଆସିଛି । ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରସ୍ତାବ ରଖିଛନ୍ତି ଆମେରିକା ରାଷ୍ଟ୍ରପତି…

57 mins ago