Below header

ସୁବର୍ଣ୍ଣପୁର: ଜମିବାଡି ବିବାଦକୁ ନେଇ ହତ୍ୟାକାଣ୍ଡ

ସୁବର୍ଣ୍ଣପୁର(କେନ୍ୟୁଜ୍): ସୁବର୍ଣ୍ଣପୁର ଜିଲ୍ଳା ମହାଦେବପାଲି ଫାଣ୍ଡି ଅଧୀନସ୍ଥ ଘୋଡାଧାର ଗାଁରେ ହତ୍ୟାକାଣ୍ଡ । ଜିମିବାଡି ବିବାଦକୁ ନେଇ ଲାଗି ରହିଥିବା ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଗାଁର ପାଞ୍ଜିସ୍ୱରୀ ଲୁହା । ତାଙ୍କ ସ୍ୱାମୀ ଏବଂ ପୁଅ ମଧ୍ୟ ଏଥିରେ ଗୁରୁତର ଆହତ ହୋଇଛନନ୍ତି । ଏମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.