ରାଜ୍ୟ

ଆସନ୍ତାକାଲି ଇଦ ଉଲ ଜୁହା ପର୍ବ, ୪୦ରୁ ଉର୍ଦ୍ଧ୍ବ ମସଜିଦରେ ସମୂହ ନମାଜ ପାଠ

କଟକ : ଆସନ୍ତାକାଲି ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନେ ଉତ୍ସାହର ସହିତ ପାଳନ କରିବାକୁ ଯାଉଛନ୍ତି ଇଦ ଉଲ ଜୁହା ପର୍ବ ।  କଟକ ସହରର ୪୦ ରୁ ଉର୍ଦ୍ଧ୍ବ ମସଜିଦଗୁଡିକରେ ଆସନ୍ତାକାଲି ସମୂହ  ନମାଜ ପାଠ ଅନୁଷ୍ଠିତ ହେବ । ପ୍ରମୁଖ ଉପାସନା ପୀଠ କଦମ-ଏ-ରସୁଲ ଓ ଇଦଗା ପଡ଼ିଆରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁମାନଙ୍କ ସମାଗମ ହେବ ବୋଲି ଆଶା କରାଯାଉଛି । ଶାନ୍ତି ଶୃଙ୍ଖଳା ପାଇଁ  କମିଶନରେଟ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ପୋଲିସ କର୍ମଚାରୀଙ୍କୁ ମୃତୟନ କରାଯିବ ।  ଆସନ୍ତାକାଲି ଠାରୁ ତିନି ଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳନ କରାଯିବ ।

Niharanjan

Recent Posts

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

5 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

13 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

31 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

33 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago