ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ। ଆଜି ବଡସିଂହାର ବେଶରେ ସୋଲ ଓ ଜରି ,କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଲ, ମୁଷଳ ଓ କୁଣ୍ଡଳ ଆଦି ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ। ଏହି ବେଶରେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୂଷଳ ଆଦି ଧାରଣ କରିଥାନ୍ତି।
ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଥାଏ। ନବାଙ୍କ ବେଶରେ ଠାକୁର ମାନଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏ ଗେଣ୍ଡୁଫୁଲ ମାଳରେ ସୁସଜ୍ଜିତ କରାଯାଏ। ବଡ ସିଂହାର ବୋଗ ପରେ ମଦନମୋହନ ଦକ୍ଷିଣ ଘରୁ ବିଜେ କରି ରତ୍ନସିଂହାସନକୁ ଆସନ୍ତି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…