ନବରଙ୍ଗପୁର (କେନ୍ୟୁଜ୍): ନାମାଙ୍କନ ଭରିଲେ ପ୍ରଦୀପ ମାଝୀ । ନବରଙ୍ଗପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ ଆଜି ଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଆଜି ଶୁଭ ସମୟ ଦେଖି ନାମାଙ୍କନ ଦାଖଲ କରିଛନ୍ତି । ବିନା ଶୋଭାଯାତ୍ରାରେ ଆସି ପ୍ରଦୀପ ନିଜ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ପରବର୍ତ୍ତୀ ସମୟରେ ନିଜ ଦଳୀୟ ବିଧାୟକ ପ୍ରାର୍ଥୀଙ୍କ ଗହଣରେ ଶୋଭାଯାତ୍ରାରେ ଆସି ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ । ଚଳିତ ଥର ବିଜେଡି ସାଂସଦ ଭାବେ ସେ ନିଜେ ବିଜୟୀ ହେବା ସହ ନବରଙ୍ଗପୁର ଜିଲ୍ଲାର ଅନ୍ୟ ୪ ବିଧାୟକ ପ୍ରାର୍ଥୀ ବିପୁଳ ମାତ୍ରାରେ ବିଜୟୀ ହେବେ ବୋଲି କହିଛନ୍ତି ପ୍ରଦୀପ ମାଝୀ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…