Below header

ବାଲୁକାକଳା ମାଧ୍ୟମରେ ଶ୍ରୀଜଗନ୍ନାଥଙ୍କ ନାଗାର୍ଜୁନ ବେଶ, ନବବର୍ଷର ଶୁଭେଚ୍ଛା ଜଣାଇଲେ ଅନ୍ତର୍ଜାତୀୟ ବାଲୁକଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବାଲୁକାକଳା ମାଧ୍ୟମରେ ନବବର୍ଷର ଶୁଭେଚ୍ଛା। ବାଲୁକାକଳା ମାଧ୍ୟମରେ ଶ୍ରୀଜଗନ୍ନାଥଙ୍କ ନାଗାର୍ଜୁନ ବେଶ କରିଛନ୍ତି ଅନ୍ତର୍ଜାତୀୟ ବାଲୁକଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏହାକୁ ଦେଖିବାକୁ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ ଜମିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.