ରାଜ୍ୟ

ନାଲ୍‌କୋ ଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କ ରେଳରୋକ, ସ୍ଥାୟୀ ନିଯୁକ୍ତି ଦାବି

ଅନୁଗୁଳ(କେନ୍ୟୁଜ): ନିଯୁକ୍ତି ଦାବିରେ କ୍ଷତିଗ୍ରସ୍ତଙ୍କ ଆନ୍ଦୋଳନ । ଅନୁଗୁଳ ଜିଲ୍ଲା ନାଲ୍‌କୋ ଦ୍ୱାରା କ୍ଷତିଗ୍ରସ୍ତ ଲୋକ ରେଳରୋକ କରିଛନ୍ତି । ଦୀର୍ଘ ୧୪ ବର୍ଷ ହେଲା ନାଲକୋରେ ସ୍ଥାୟୀ ନିଯୁକ୍ତି ଦାବି କରିଆସୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୂରଣ ହୋଇନାହିଁ । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି ।

ରେଳରୋକ କରାଯାଇଥିବାରୁ ନାଲ୍‌କୋକୁ ତାଳଚେରରୁ କୋଇଲା ପରିବହନରେ ବାଧା ଦେଖାଦେଇଛି । ସେପଟେ ଦାବି ପୂରଣ ନହେଲେ ଆନ୍ଦୋଳନକୁ ଆହୁରି ଜୋର୍‌ଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ ।

Sonalisa

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

14 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

46 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

49 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

55 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago