ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପ୍ରତିଷ୍ଠା ଦିବସ , ଉଦ୍‌ଘାଟନ ହେଲା ଶାଗୁଣା ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ର

ଭୁବନେଶ୍ବର(କେନ୍ୟୁଜ୍) : ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଆଜି ୫୯ ତମ ପ୍ରତିଷ୍ଠା ଦିବସ । ଏଥିପାଇଁ ନନ୍ଦନକାନନରେ ସ୍ୱତନ୍ତ୍ର କାର‌୍ୟ୍ୟକ୍ରମର ଆୟୋଜନ କରାଯାଇଛି । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, ବିଧାୟକ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଯୋଗଦେଇଛନ୍ତି । ଏହି ଅବସରରେ ଶାଗୁଣା ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି ମନ୍ତ୍ରୀ । ୧୨ଟି ଶାଗୁଣାଙ୍କୁ ମଧ୍ୟପ୍ରଦେଶ ଗ୍ଵାଲିଅରରୁ ଅଣାଯାଇଛି । ନନ୍ଦନକାନରେ ଥିବା ସଂରକ୍ଷଣ କେନ୍ଦ୍ରରେ ଶାଗୁଣାଙ୍କୁ ରଖାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.