ରାଜ୍ୟ

ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୨ତମ ପ୍ରତିଷ୍ଠା ଦିବସ, ନୂଆ ନାଁ ପାଇବେ ୬ଟି ବାଘ ଛୁଆ

ଭୁବନେଶ୍ବର(କେନ୍ଯୁଜ୍): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୨ତମ ପ୍ରତିଷ୍ଠା ଦିବସ। କୋଭିଡ୍‌ ଯୋଗୁଁ ନିରାଡମ୍ବର ଭାବେ ପାଳନ କରାଯିବ ପ୍ରତିଷ୍ଠା ଦିବସ । ଏହି ଅବସରରେ ବାଘୁଣୀ ମେଘାର ୩ ଓ ବିଜୟାର ୩ଟି ଛୁଆର ନାମକରଣ କରାଯିବ। ପର୍ଯ୍ୟଟକଙ୍କ ଦ୍ୱାରା ଦିଆଯାଇଥିବା ନାଁରେ ବାଘ ଛୁଆଙ୍କୁ ନାମିତ କରାଯିବ। ଏଥିସହ ବଜ୍ରକାପ୍ତା ଦେହରେ ସାଟେଲାଇଟ୍‌ ଟ୍ରାନ୍‌ସମିଟର ଫିଟିଂ କରାଯାଇ ଜଙ୍ଗଲରେ ଛଡାଯିବ।

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ୨୦୨୨ସୁଦ୍ଧା ନନ୍ଦନକାନନକୁ ବିଶ୍ୱସ୍ତରୀୟ ଚିଡିଆଖାନା କରିବାକୁ ଟାର୍ଗେଟ ରଖାଯାଇଛି। ୧୯୬୦ ଡିସେମ୍ବର ୨୯ ତାରିଖରେ ପ୍ରତିଷ୍ଠା ହୋଇଥିଲା ଏହି ପ୍ରାଣୀ ଉଦ୍ୟାନ। ପ୍ରତିଷ୍ଠା ଦିବସ ଅବସରରେ ନନ୍ଦନକାନନର ସ୍ମରଣିକା ଓ ବାର୍ଷିକ ବିବରଣୀ ମଧ୍ୟ ଉନ୍ମୋଚନ କରାଯିବ ।

Sonalisa

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

10 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

27 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

59 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago