ଭୁବନେଶ୍ବର: ଏବେ ସ୍ଥିର ରହିଛି ନରସିଂହ ମିଶ୍ରଙ୍କ ସ୍ବାସ୍ଥ୍ୟବସ୍ଥା । କଥା କହୁଛନ୍ତି। କୌଣସି ବିପଦ ନଥିବାବେଳେ, ତଥାପି ତାଙ୍କୁ ଅନୁଧ୍ୟାନ କରିବାକୁ କହିଛନ୍ତି ଡାକ୍ତର । ତେବେ କାହିଁକି ସେ ଦୁର୍ବଳ ହୋଇପଡିଲେ, ସେଥିପାଇଁ ତାଙ୍କୁ ହସ୍ପିଟାଲରେ ରଖାଯାଇଛି। ତାଙ୍କର ସମସ୍ତ ପ୍ରକାର ପରୀକ୍ଷା କରାଯାଉଛି। ଏନେଇ ଡାକ୍ତର ପ୍ରଶାନ୍ତ କୁମାର ସାହୁଙ୍କ ସୂଚନା ଦେଇଛନ୍ତି।
ସୂଚନା ଥାଉକି ଆଜି ହଠାତ୍ ପ୍ରଚାର ଗାଡିରେ ଭାଷଣ ଦେବା ସମୟରେ ଅସୁସ୍ଥ ହୋଇପଡିଥିଲେ ବିଧାୟକ ଦଳ ନେତା ନରସିଂହ ମିଶ୍ର । ପରେ ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…