ରାଜ୍ୟ

ଅଷ୍ଟମ ଥର ପାଇଁ ବିଜେଡି ସଭାପତି ହେବେ ନବୀନ ପଟ୍ଟନାୟକ

ଭୁବନେଶ୍ବର (କେନ୍ୟୁଜ୍) : ଅଷ୍ଟମ ଥର ପାଇଁ ବିଜେଡି ସଭାପତି ହେବେ ନବୀନ ପଟ୍ଟନାୟକ । ଆଜି ସଭାପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ । ନାମାଙ୍କନ ଦାଖଲ ପାଇଁ ସମର୍ଥକ ଓ ପ୍ରସ୍ତାବକ ୧୦ ଜଣ ଲେଖାଏଁ ବରିଷ୍ଠ ନେତା ରହିଛନ୍ତି । ଯାଂଚ ଓ ପ୍ରତ୍ୟାହାର ପରେ ବିଦ୍ଧିବଦ୍ଧ ଭାବେ ଆସନ୍ତା ୨୬ ତାରିଖରେ ସଭାପତିଙ୍କ ନାଁ ଘୋଷଣା ହେବ ।  ବିଜେଡି ସୁପ୍ରିମୋ ନିନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକପ୍ରକାର ନିଶ୍ଚିତ ରହିଛି ।

KNews Bureau

Recent Posts

ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ୪୨ ଚକ ନିର୍ମାଣ ଶେଷ

ପୁରୀ : ଚଳଚଞ୍ଚଳ ପୁରୀ ରଥଖଳା । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ରଥ…

24 mins ago

ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସ, ପ୍ରଦର୍ଶିତ ହେଲା ସିନେମା ଶୂନ୍ୟ ସ୍ବରୂପ

ଭୁବନେଶ୍ଵର : ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସରେ ପ୍ରଦର୍ଶିତ ହୋଇଛି ଜାତୀୟ ପୁରସ୍କାର ପ୍ରାପ୍ତ ସିନେମା ଶୂନ୍ୟ ସ୍ବରୂପ…

43 mins ago

ଦମ୍ ବିରିୟାନି, ଯୋଧପୁରୀ ସବ୍‌ଜି, ମଟ୍‌କା କୁଲ୍‌ଫି…ଜେପି ନଡ୍ଡାଙ୍କ ବାସଭବନରେ ଏନ୍‌ଡିଏ ସାଂସଦଙ୍କ ଡିନର ପାର୍ଟି

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ଆଜି ଜୁନ୍‌ ୯ରେ ମୋଦି ପ୍ରଧାନମନ୍ତ୍ରୀ…

43 mins ago

ଫିଲ୍ମ ‘କଲ୍କି 2898 AD’ର ଟ୍ରେଲର ରିଲିଜ୍‌ ପୂର୍ବରୁ ସାମ୍ନାକୁ ଆସିଲା ଦୀପିକାଙ୍କ ଦମ୍‌ଦାର ଲୁକ୍‌

ନାଗ ଅଶ୍ୱିନଙ୍କ ନିର୍ଦ୍ଦେଶିତ ସାଇନ୍ସ ଫିକ୍ସନ ଫିଲ୍ମ ‘କଲ୍କି 2898 AD’ ଦୀର୍ଘ ଦିନ ଧରି ଖୁବ୍‌ ଚର୍ଚ୍ଚାରେ ରହିଆସିଛି…

1 hour ago

ବିହାରର ୮ ସାଂସଦଙ୍କୁ ମୋଦି କ୍ୟାବିନେଟ୍‌ରେ ଜାଗା ! ଦିଲ୍ଲୀରୁ ଆସିଛି ଫୋନ୍‌ କଲ୍‌

ଏଥର ଏନ୍‌ଡିଏ ସରକାର ଗଠନରେ କିଙ୍ଗମେକରର ଭୂମିକା ଗ୍ରହଣ କରିଛି ବିହାରର ଜେଡିୟୁ । ଏହି ଦଳର ଦୁଇ ନେତାଙ୍କୁ…

1 hour ago

ହସ୍ପିଟାଲ ବେଡରୁ ପୁଅ ଚୋରି, ମୁଣ୍ଡ ବାଡ଼େଇ କାନ୍ଦୁଛି ମା’

ବାଲେଶ୍ୱର : ପୁଣି ସାମ୍ନାକୁ ଆସିଲା ପିଲା ଚୋରି ଅଭିଯୋଗ । ହସ୍ପିଟାଲ ବେଡ୍‌ରୁ ଶିଶୁ ପୁତ୍ରକୁ ଚୋରି କରି…

2 hours ago