Below header

ପୁରୀରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ (କେନ୍ୟୁଜ୍) : ପୁରୀ ସର୍କିଟ ହାଉସରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୈଠକରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ ମଧ୍ୟ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପୁରୀରେ ପୁନରୁଦ୍ଧାର ଓ ରିଲିଫ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.