ରାଜ୍ୟ

ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ମିଛ କହୁଛନ୍ତି ବିରୋଧୀ

ରାଉରକେଲା (କେନ୍ୟୁଜ): ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବିଶାଳ ଜନସଭାରେ ଯୋଗଦେଇ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ନବୀନ ।  ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ଭରସା ନକରି ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁଲାଇରୁ ବିଜୁଳି ବିଲ୍ ଆସିବ ନାହିଁ  ।  ବିଏସକେୱାଇ, ମିଶନ ଶକ୍ତି ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଓ କାଳିଆ ଯୋଜନା ଭଲ କି ? ବୋଲି ପଚାରିଛନ୍ତି ।  ଶଙ୍ଖଚିହ୍ନରେ ଭୋଟ ଦେଇ ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଛନ୍ତି ନବୀନ ।

ସଭାକୁ ସମ୍ବୋଧନ କରି କାର୍ତ୍ତିକ ପାଣ୍ଡିଆନ କହିଥିଲେ ରାଉରକେଲାକୁ ବିକାଶର ଶୀର୍ଷକୁ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ଗଢ଼ିବେ ନୂଆ ରାଉରକେଲା । ନିର୍ବାଚନ ବେଳେ ବିରୋଧୀ ଟୁରିଷ୍ଟ ଭଳି ଆସନ୍ତି । ଆପଣମାନଙ୍କୁ ମିଛ ପ୍ରତିଶ୍ରୁତି ଦେଇ ଚାଲିଯାନ୍ତି । ନିର୍ବାଚନ ପରେ ଆଉ ସେମାନଙ୍କର ଦେଖା ମିଳେନାହିଁ । ମୁଖ୍ୟମନ୍ତ୍ରୀ ସବୁବେଳେ ଆପଣଙ୍କ ସହ ଅଛନ୍ତି, ରହିବେ ବୋଲି କହିଛନ୍ତି ପାଣ୍ଡିଆନ ।

 

Barsha

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

9 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

18 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

30 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

37 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

39 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

57 mins ago