ଭୁବନେଶ୍ବର: ଶିଶୁ ଦିବସ ପାଳିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ କୁନିକୁନି ପିଲାଙ୍କ ସହ ଶିଶୁଦିବସ ପାଳିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ବିଦ୍ୟାଳୟର ଛାତ୍ରଛାତ୍ରୀ ମଧ୍ୟ ଏଥିରେ ଉପସ୍ଥିତ ଥିଲା। ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇ ଅତ୍ୟନ୍ତ ଖୁସି ପ୍ରକାଶ କରିଥିଲେ କୁନିକୁନି ପିଲା। ସେହିପରି ପିଲାଙ୍କର ଉଜ୍ୱଳ ଭବିଷ୍ୟତ କାମନା କରି ସେମାନଙ୍କୁ ଉପହାର ପ୍ରଦାନ କରିଥିଲେ।
ଦେଖନ୍ତୁ ଭିଡିଓ:
ଆଜି ଶିଶୁ ଦିବସ ଅବସରରେ ମୋ ସ୍କୁଲ ଆପ୍ର ଉଦ୍ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ୨୦୧୭ ଶିଶୁ ଦିବସରେ ମୋ ସ୍କୁଲ କାର୍ଯ୍ୟକ୍ରମର ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୁରାତନ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ସ୍କୁଲ ବିକାଶ ସହ ଯୋଡ଼ିବାକୁ ଏହାର ମୂଳ ଲକ୍ଷ୍ୟ ରହିଥିଲା। ଏଥିପାଇଁ ରାଜ୍ୟ ସରକାର ଶହେ କୋଟି ଟଙ୍କାର କର୍ପସ ପାଣ୍ଠି ସୃଷ୍ଟି କରିଥିଲେ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…