ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କୁ ଟ୍ଵିଟ୍‌ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍ : ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସବୁ ଭାରତୀୟଙ୍କ ଆକାଂକ୍ଷାକୁ ପୂରା କରିବା ଏବଂ ଓଡ଼ିଶାର ସ୍ୱରକୁ ସଫଳତାର ସହ ପହଞ୍ଚାଇବା ପାଇଁ ସଫଳତା କାମନା କରିଛନ୍ତି । ଶୁଭେଚ୍ଛା ଜଣାଇବା ପରେ ଟ୍ଵିଟ୍‌ କରି ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

dharmendra tweet

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.