ଶ୍ରମିକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ରାଜ୍ୟ ସରକାର ଦୃଢ଼ ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମଇ ଦିବସ’ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରମିକ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରମିକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ରାଜ୍ୟ ସରକାର ଦୃଢ଼ ପ୍ରତିବଦ୍ଧ ଅଛନ୍ତି। କାର୍ଯ୍ୟକ୍ଷେତ୍ରରେ ସାମାଜିକ ଦୂରତା ବଜାୟ ସହ ସମସ୍ତ ସରକାରୀ ନିୟମ କଡ଼ାକଡ଼ି ପାଳନ ପାଇଁ ସେ ଆହ୍ୱାନ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.