ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଆଲୋଚନା ହୋଇଛି । କେନ୍ଦ୍ରକୁ ଗଠନମୂଳକ ସହଯୋଗ କରିବୁ । ସେହିପରି ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟାରେ କହିଛନ୍ତି, ‘ଫନି କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା ହେଲା । ଓଡ଼ିଶାର ବିକାଶ ପାଇଁ ଉଭୟ ସରକାରଙ୍କ ଦାୟିତ୍ୱ ରହିଛି । କେନ୍ଦ୍ର ଓ ରାଜ୍ୟ ସମନ୍ଵୟ ରଖି କାମ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.