Below header

ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ, ବିଧାନସଭାରେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଶପଥ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରେ ଅନ୍ୟ ନବ ନିର୍ବାଚିତ ବିଧାୟକମାନେ ବିଧାନସଭାରେ ଶପଥ ନେଇଛନ୍ତି । କାମଚଳା ବାଚସ୍ପତି ଅମର ଶତପଥୀ ଶପଥ ପାଠ କରାଉଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ଆଗାମୀ ୧ ତାରିଖରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.