Below header

ଗଠନ ହେବ ନୂଆ ସରକାର, ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ନୂଆ ସରକାର ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ବିଜେଡି ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ବେଳେ ନୂଆ ମନ୍ତ୍ରିମଣ୍ଡଳ ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଖୁବ୍‌ଶୀଘ୍ର ଗଠନ ହେବ ନୂଆ ମନ୍ତ୍ରୀମଣ୍ଡଳ । ସେପର‌୍ୟ୍ୟନ୍ତ ପୁରୁଣା ମନ୍ତ୍ରିମଣ୍ଡଳ କାମ କରିବାକୁ ରାଜ୍ୟପାଳ ଅନୁରୋଧ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.