Below header

ପୁଲଓ୍ଵାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି, ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଆସନ୍ତାକାଲି ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁଲଓ୍ଵାମା ସହିଦ ଯବାନଙ୍କ ସ୍ମୃତିରେ ସେ ହୋଲି ଖେଳିବେନି । ଏଥିପାଇଁ ଶୁଭେଚ୍ଛୁମାନଙ୍କୁ ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.