ରାଜ୍ୟ

୪୫ ଜଣ ସଚିବ ଓ ୪୧ ଜଣଙ୍କୁ ବିଜେଡିର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦେଲେ ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ୱର((କେନ୍ୟୁଜ୍): ୪୫ ଜଣ ସଚିବ ଓ ୪୧ ଜଣଙ୍କୁ ବିଜେଡିର ଯୁଗ୍ମ ସଚିବ ଭାବେ ନିଯୁକ୍ତ କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସବୁ ନୂଆ ଦଳୀୟ କର୍ମକର୍ତ୍ତାମାନଙ୍କୁ ନିଯୁକ୍ତ କରିଛନ୍ତି । ତେବେ କେଉଁ ମାନେ କେଉଁ ବିଭାଗ ଦାୟିତ୍ବରେ ରହିବେ ନଜର ପକାନ୍ତୁ

 

କିଶୋର ତରାଇ ଓ ସଂଘମିତ୍ରା ଦଳେଇ ଅନୁସୂଚୀତ ଜାତି ବିକାଶ ଦାୟିତ୍ୱ

ଅନୁଭବ ପଟ୍ଟନାୟକ, କେ.ଶାନ୍ତି ଓ ବିଷ୍ଣପ୍ରିୟା ଦାସଙ୍କୁ ନାରୀ ସଶକ୍ତିକରଣ ଦାୟିତ୍ୱ

ଅମରେଶ ପତ୍ରୀ ଓ ରଂଜିତ ମହାପାତ୍ରଙ୍କୁ ଯୁବ ବ୍ୟାପାର ଦାୟିତ୍ୱ

ଅମରଜିତ ସେନାପତି, ବିଶ୍ୱଜିତ ସାମନ୍ତରାୟ ଓ ମନ୍ଦିକିନୀ କରଙ୍କୁ ଛାତ୍ର ବ୍ୟାପାର ଦିୟିତ୍ବ,

ଚିନ୍ମୟ ସାହୁ, ଅମରେଶ ଜେନା, ସୌଭାଗ୍ୟ ନାୟକ, ସୁବ୍ରମଣ୍ୟମ ମହାନ୍ତି, ସୁବାସ ମହାରଣା ଓ ଶୈଳେଶ ଦାନୀଙ୍କୁ ସଶକ୍ତ ଓଡ଼ିଶା ଦାୟିତ୍ୱ ଦିଆଯାଇଛି ।

ସେହିଭଳି ରବିନାରାୟଣ ନନ୍ଦ, ସଂଗ୍ରାମ କେଶରୀ ପାଇକରାୟ,ଶଶୀ ସାହୁ, ପ୍ରୟାସକାନ୍ତି ସାମଲ, ମରୁତ ପାଲଙ୍କୁ କଳା ,ସଂସ୍କୃତି ଓ ମାନବ ସମ୍ବଳ ଦାୟିତ୍ୱ ଦିଆଯାଇଛି।

ଶେଖ ନିଜାମୁଦ୍ଦିନ ଓ ମହମ୍ମଦ ଡବ୍ଲୁ. ସକିଲଙ୍କୁ ସଂଖ୍ୟାଲଘୁ ବ୍ୟାପାର, ଭୁବନେଶ୍ୱର କିଷାନ, ଭାରତୀ ସିଂ ଓ କୃଷ୍ଣଚନ୍ଦ୍ର ଦାସଙ୍କୁ ଆଦିବାସୀ ଓ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ଦିଆଯାଇଛି ।

ସୁଭାଷ ପାତ୍ର, ଦୁର୍ଗା ସାମନ୍ତରାୟ, ଅଜୟ ନାୟକ, ଶିଶିର ପାତ୍ର, ମୀରା ପରିଡ଼ାଙ୍କୁ ଓଡ଼ିଶା ମୋ ପରିବାର ଏବଂ ପୁଷ୍ପେନ୍ଦ୍ର ସିଂ ଦେଓ, ସରୋଜ କରଣ ଓ ଟି. ପ୍ରସାଦ ରାଓ ଦୋରାଙ୍କୁ ସାମାଜିକ କଲ୍ୟାଣ ଦାୟିତ୍ୱ ଦିଆଯାଇଛି ।

ସ୍ୱାଧୀନ ନାୟକ, କୁନା ବିହାରୀ ଦାସ,ସନ୍ତୋଷ ପଟ୍ଟନାୟକ ଓ ହର୍ଷ ବର୍ଦ୍ଧନ ସିଂଦେଓ, ରଂଜିତ ସାହୁଙ୍କୁ ଆଞ୍ଚଳିକ ବିକାଶ ଏବଂ ଉତ୍ତର ପାତ୍ର, ତପନ ଦାସ, କୃଷ୍ଣ ପଣ୍ଡା, ତ୍ରିନା ଗୋଏଲ ଓ ଚନ୍ଦ୍ରକାନ୍ତ ସାମଲଙ୍କୁ ପରିବେଶ ଦାୟିତ୍ୱ ଦିଆଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

5 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

8 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

9 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

9 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

11 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

12 hours ago