କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାନ, ସିଏମ ରିଲିଫ ଫଣ୍ଡକୁ ୩ ମାସର ଦରମା ଦେଲେ ନବୀନ

କେନ୍ୟୁଜ୍(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାନ । ୩ ମାସର ଦରମା ଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ COVID-19 ପାଣ୍ଠିକୁ ଏହି ଦରମା ଦାନ କରିଛନ୍ତି । କରୋନା ମୁକାବିଲା ପାଇଁ ଅନ୍ୟମାନେ ମଧ୍ୟ ଦାନ କରିବାକୁ ଅପିଲ୍‌ କରିଛନ୍ତି ନବୀନ । ଏହାପରେ କିଛି ବିଧାୟକ ସେମାନଙ୍କ ଗୋଟିଏ ମାସର ଦରମା ପ୍ରଦାନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.