Categories: ରାଜ୍ୟ

ତିତଲିକୁ ନେଇ ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (କେନ୍ଯୁଜ୍) : ତିତଲି ବାତ୍ୟା ଓ ବନ୍ୟାରେ କ୍ଷୟକ୍ଷତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ସରକାରଙ୍କ ପ୍ରାଥମିକ ଆକଳନ ଅନୁସାରେ ୨୭୭୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି।  ଏ ନେଇ କେନ୍ଦ୍ରୀୟ ସହାୟତା ବାବଦକୁ ୨ହଜାର୧୪ କୋଟି ଟଙ୍କା ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି-ଏନଡିଆରଏଫରୁ  ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ।

ମଧ୍ୟବର୍ତ୍ତୀକାଳୀନ ଭାବେ  ହଜାରେ କୋଟି ଟଙ୍କାର ସହାୟତା ପାଇଁ ନବୀନ ଦାବି କରିଛନ୍ତି। ତିତଲି ବାତ୍ୟା ଓ ବନ୍ୟାରେ ବହୁ ଘର ଭାଙ୍ଗିଛି। ୫୭ ହଜାର ୧୩୧ଟି ଘର ନଷ୍ଟ ହୋଇଇଥିବା ବେଳେ ଏହାକୁ ସ୍ୱତନ୍ତ୍ର ଭାବେ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆବଣ୍ଟନ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।

KNews Bureau

Recent Posts

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

5 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

22 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

1 hour ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

2 hours ago

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ…

2 hours ago