ରାଜ୍ୟ

ପଦ୍ମପୁରରେ ନବୀନଙ୍କ କ୍ରେଜ୍‌, ବର୍ଷା ସିଂ ବରିହାଙ୍କ ପାଇଁ ମାଗିଲେ ଭୋଟ୍‌

ବରଗଡ଼ (କେନ୍ୟୁଜ): ପଦ୍ମପୁରରେ ନବୀନ କ୍ରେଜ୍‌ । ସତୀଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ଯାଇ ଝାରବନ୍ଧ ସଭାସ୍ଥଳରେ ପହଞ୍ଚିଛନ୍ତି । ସେଠାରେ ଜନସମାବେଶକୁ ସମ୍ବୋଧିତ କରିବା ସହ ବର୍ଷା ସିଂ ବରିହାଙ୍କ ପାଇଁ ଭୋଟ ମାଗିଛନ୍ତି। ସାଢେ ୧୨ଟାରେ ପାଇକମାଳ ଏମ୍‌ଇ ସ୍କୁଲ ପଡ଼ିଆରେ ନିର୍ବାଚନୀ ସଭାରେ ଯୋଗ ଦେବେ ।

ଅପରାହ୍‌ଣ ସାଢ଼େ ୩ଟାରେ ପଦ୍ମପୁର ହାଇସ୍କୁଲ ପଡ଼ିଆରେ ସାଧାରଣ ସଭାରେ ବର୍ଷାଙ୍କ ପାଇଁ ପଦ୍ମପୁର ଭୋଟରଙ୍କ ସମର୍ଥନ ମାଗିବେ ନବୀନ ପଟ୍ଟନାୟକ । ସୁପ୍ରିମୋଙ୍କ ପ୍ରଚାର ଦଳୀୟ କର୍ମୀଙ୍କ ମଧ୍ୟରେ ନୂଆ ଉତ୍ସାହ ଭରିଛି । ପଦ୍ମପୁର ନିର୍ବାଚନ ମଣ୍ଡଳୀର ନିର୍ବାଚନୀ ସଭାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି ପୋଲିସ ।

Barsha

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

6 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

6 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

8 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago