Below header

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ନୟାଗଡ଼(କେନ୍ଯୁଜ୍): ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ନୟାଗଡ଼ ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ କୁମାର ଦାସଙ୍କ ବାସ ଭବନ, ସରକାରୀ କାର୍ଯ୍ୟାଳୟ ସହ ଏକକାଳୀନ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ଜିଲ୍ଲାର ସମସ୍ତ ରାଇସ୍‌ ମିଲରଙ୍କ ସହ ମିଶି ବ୍ୟବସାୟ କରୁଥିବା ଅଭିଯୋଗ ହୋଇଥିଲା।

ଏହାସହ ନିମ୍ନମାନର ଚାଉଳ ଓ ଗହମ ଯୋଗାଣ ଏବଂ ସରକାର ଅର୍ଥ ହଡପ କରିବା, ଯୋଗାଣ ବିଭାଗର ଟେଣ୍ଡର ଫିକ୍ସିଂ କରିବା ଭଳି ଅଭିଯୋଗ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.