ଭିଜିଲାନ୍ସ ଜାଲରେ ନୟାଗଡ଼ ସବ ରେଜିଷ୍ଟର

ଭିଜିଲାନ୍ସ ଜାଲରେ ନୟାଗଡ଼ ସବ ରେଜିଷ୍ଟର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ରେଡ । ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍ ଙ୍କ ନିର୍ଦ୍ଦେଶ କ୍ରମେ ଚାଲିଛି ଚଢ଼ାଉ । ସବରେଜିଷ୍ଟର ଶାଶ୍ୱତ କୁମାର ପଟ୍ଟନାୟକଙ୍କ ନୟାଗଡ଼ ଲେନ ୪ ସ୍ଥିତ ଭଡା ଘର, କେନ୍ଦ୍ରାପଡା ତଲବାରଙ୍ଗ ସ୍ଥିତ ଘର, ନୟାଗଡ଼ ସରକାରୀ କାର୍ଯ୍ୟାଳୟ, କେନ୍ଦ୍ରାପଡା କୁଦନଗରୀ ଅନ୍ତର୍ଗତ ତାଳ ଗାଁ ପୈତୃକ ଘର, ପେଣ୍ଠ ସ୍ଥିତ ସମ୍ପର୍କୀୟ ଘର ଓ ଅନ୍ୟ ଏକ ସ୍ଥାନରେ ଚଢ଼ାଉ ଚାଲିଛି ।

ଭୁବନେଶ୍ୱର(କେନ୍ୟୁଜ): ଭିଜିଲାନ୍ସ ଜାଲରେ ନୟାଗଡ଼ ସବ ରେଜିଷ୍ଟର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ରେଡ । ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍ ଙ୍କ ନିର୍ଦ୍ଦେଶ କ୍ରମେ ଚାଲିଛି ଚଢ଼ାଉ । ସବରେଜିଷ୍ଟର ଶାଶ୍ୱତ କୁମାର ପଟ୍ଟନାୟକଙ୍କ ନୟାଗଡ଼ ଲେନ ୪ ସ୍ଥିତ ଭଡା ଘର, କେନ୍ଦ୍ରାପଡା ତଲବାରଙ୍ଗ ସ୍ଥିତ ଘର, ନୟାଗଡ଼ ସରକାରୀ କାର୍ଯ୍ୟାଳୟ, କେନ୍ଦ୍ରାପଡା କୁଦନଗରୀ ଅନ୍ତର୍ଗତ ତାଳ ଗାଁ ପୈତୃକ ଘର, ପେଣ୍ଠ ସ୍ଥିତ ସମ୍ପର୍କୀୟ ଘର ଓ ଅନ୍ୟ ଏକ ସ୍ଥାନରେ ଚଢ଼ାଉ ଚାଲିଛି ।  ୮ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଓ ଅନ୍ୟ ଷ୍ଟାଫ ଚଢ଼ାଉରେ ସାମିଲ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.