Below header

ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ଜାନୁଆରୀ ୮ରୁ ଦିଆଯିବ NEET ଓ JEE କୋଚିଂ

NEET ଓ JEE ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ କୋଚିଂ । ଜାନୁଆରୀ ୮ ତାରିଖରୁ ୩୧ ତାରିଖ ଯାଏଁ ଦିଆଯିବ କୋଚିଂ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ NEET କୋଚିଂ । ସେହିପରି ଅପରାହ୍ଣ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ JEE କୋଚିଂ ।

ଭୁବନେଶ୍ୱର (କେନ୍ୟୁଜ): NEET ଓ JEE ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ କୋଚିଂ । ଜାନୁଆରୀ ୮ ତାରିଖରୁ ୩୧ ତାରିଖ ଯାଏଁ ଦିଆଯିବ କୋଚିଂ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ NEET କୋଚିଂ । ସେହିପରି ଅପରାହ୍ଣ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ JEE କୋଚିଂ ।

ଅନଲାଇନ କୋଚିଂ ବ୍ୟବସ୍ଥା କରିବାକୁ ଡିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜକୁୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଦିଆଯିବା ନେଇ ଡିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ୪୦ରୁ ୫୦ ଛାତ୍ରଛାତ୍ରୀଙ୍କ ଲାଗି ଜଣେ ପରାମର୍ଶଦାତା ଶିକ୍ଷକ ଗାଇଡ୍ କରିବେ । ପ୍ରତିଯୋଗିତାମୂଳକ ପରୀକ୍ଷାରେ ଦକ୍ଷତା ବୃଦ୍ଧି ଲାଗି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଏହି ବ୍ୟବସ୍ଥା କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.