କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ଅନ୍ତର୍ଗତ କଲଣ୍ଡା ଭୂୟାଁ ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଆଜିଦିନ ୩ଟା ବେଳେ କଟୁରିରେ ହାଣି ନିଜ ପୁତୁରା କାନ୍ଦୁରୁ ଦେହୁରୀଙ୍କୁ ହତ୍ୟା କରିଛି ଦାଦା ପାଉ ଦେହୁରୀ। କାନ୍ଦୁରୁ ଦିନବେଳା ଖାଇସାରି ନିଜଘର ବାରଣ୍ଡାରେ ଶୋଇଥିବା ବେଳେ ପାଉ ମଦ ନିଶାରେ ଏକ କଟୁରିରେ କାନ୍ଦୁରୁର ମୁଣ୍ଡକୁ ହାଣିଦେଇଥିଲା। ଫଳରେ ପ୍ରବଳ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେହିଁ କାନ୍ଦୁରୁର ମୃତ୍ୟୁ ଘଟିଛି। ପୋଲିସ ଘଟଣା ସ୍ଥଳରେ ପହଂଚି ନଥିବାବେଳେ ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…