ଭୁବନେଶ୍ୱର(କେନ୍ୟୁଜ୍) : ସାରା ଦେଶରେ ପାଳିତ ହେଉଛି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ। ଏହି ଅବସରରେ କିସ୍ ପରିସରରେ ମଧ୍ୟ ନେତାଜୀ ଜୟନ୍ତୀ ପାଳିତ ହୋଇଛି। କିସ୍ ଓ କିଟ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ, କିସ୍ ସିଇଓ, ଡେପୁଟି ସିଇଓଙ୍କ ଓ ଅନ୍ୟ ବ୍ୟକ୍ତି ବିଶେଷ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
ନେତାଜୀଙ୍କ ସ୍ୱଷ୍ଟବାଦିତା,ନିର୍ଭିକତା, ଦେଶ ପାଇଁ ନିସ୍ୱାର୍ଥପର ଭାବେ ଦେଇଥିବା ବଳିଦାନ ଆଜିର ଯୁବପିଢିଙ୍କ ପାଇଁ ଆଦର୍ଶ ବୋଲି ଏହି ଅବସରରେ ସମସ୍ତେ ଗୁରୁତ୍ୱାରୋପ କରିଥିଲେ। ଆଜିର ଯୁବପିଢି ତାଙ୍କରି ଆଦର୍ଶ ଚାଲିବାର ଆବଶ୍ୟକତା ରହିଛି ବୋଲି କହିଥିଲେ କିସ ସିଇଓ ଡକ୍ଟର ପ୍ରଶାନ୍ତ ରାଉତରାୟ।
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…