ରାଜ୍ୟ

କାକଟପୁରରେ ମା’ ମଙ୍ଗଳାଙ୍କ ନେତ୍ର ଉତ୍ସବ, ମନ୍ଦିର ଚୂଳରେ ବନ୍ଧାଗଲା ବାନା

କାକଟପୁର(କେନ୍ୟୁଜ୍‌) : ଚୈତ୍ରମାସର ପ୍ରଥମ ମଙ୍ଗଳବାରରେ କାକଟପୁରର ପ୍ରସିଦ୍ଧ ମା’ ମଙ୍ଗଳାଙ୍କ ନେତ୍ର ଉତ୍ସବ । ମା’ ମଙ୍ଗଳାଙ୍କୁ ଉଦ୍ଧାର କରାଯାଇଥିବା ଦିନଟିକୁ ମା’ଙ୍କ ଜନ୍ମ ମହୋତ୍ସବ ଭାବେ ପାଳନ କରାଯାଇଥାଏ । ବର୍ଷକୁ ଥରେ ଏହି ଦିନରେ ମନ୍ଦିର ଚୂଳରେ ବନ୍ଧଯାଏ ବାନା ଅପର୍ଣ୍ଣା ।

ଯାଦବଙ୍କ ଲଉଡି ଖେଳ ସହ ମନ୍ଦିରଚୂଡ଼ାରେ ନେତ ବନ୍ଧା ମା’ ମଙ୍ଗଳାଙ୍କ ରହିଛି ସ୍ୱତନ୍ତ୍ର ପରମ୍ପରା । ବିଭିନ୍ନ ବାଦ୍ୟ ସାଙ୍ଗକୁ ଘଣ୍ଟ ଘଣ୍ଟା କାହାଳି ଆଦି ମଙ୍ଗଳ ବାଦ୍ୟରେ ନେତକୁ ମନ୍ଦିର ବେଢ଼ାକୁ ତିନି ଥର ପରିକ୍ରମା କରାଯାଇ ଶେଷରେ ମନ୍ଦିର ଚୂଡ଼ାକୁ ନିଆଯାଇଥାଏ । ଏହି ଦୃଶ୍ୟ ଦେଖିବା ପାଇଁ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥାଏ ।.

 

Niharanjan

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

3 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

25 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

32 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

47 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

59 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

1 hour ago