ରାଜ୍ୟ

ଯାଜପୁର: ବାତ୍ୟା ପ୍ରକୋପ ଲାଗି ସଦ୍ୟଜାତ ମୃତ ଶିଶୁକନ୍ୟାକୁ ରାସ୍ତ କଡ଼ରେ ପକାଇଦେଇ ଚାଲିଗଲା ମା’

ଯାଜପୁର(କେନ୍ୟୁଜ): ପୁଣି ଶିଶୁ କନ୍ୟା ହେଲା ଅଲୋଡ଼ା। ଯାଜପୁର ଜିଲ୍ଲା ଧର୍ମଶାଳା ନଦୀ ବନ୍ଧ ରାସ୍ତା ପାର୍ଶ୍ୱରୁ ଆଜି ଏକ ସଦ୍ୟଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ବାତ୍ୟା ୟସର ପ୍ରଭାବରେ କେହି ବାହାରକୁ ବାହାରି ନଥିବା ବେଳେ ଏହାର ପ୍ରକୋପ କମିବା ପରେ ଆଜି ଅପରାହ୍ନ ସମୟରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ ଧର୍ମଶାଳା ପୋଲିସ ଶିଶୁ କନ୍ୟାଟିର ମୃତଦେହକୁ ଉଦ୍ଧାର କରିଛି।

ଏପଟେ  ଅଭିଯୋଗ ହୋଇଛି କି  କୁଆଖିଆ ଥାନା ଗୋପାଳପୁର ଗ୍ରାମର  ଜନୈକା ମହିଳା ଗତକାଲି ରାତିରେ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ। ଜନ୍ମ ହେବା ପରେ ଶିଶୁକନ୍ୟାଟିର କୌଣସି କାରଣରୁ ମୃତ୍ୟୁ ଘଟିଥିଲା। ଏହା ପରେ ସେମାନେ ଶିଶୁକନ୍ୟାଟିକୁ ଏଠାରେ ଫିଙ୍ଗିଥିବା ଜଣାପଡିଛି। ଏନେଇ ଧର୍ମଶାଳା ପୋଲିସ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଜାରି ରଖିଛି।

KNews Bureau

Recent Posts

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

60 mins ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

2 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

3 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

3 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

4 hours ago

ବିଜୟଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ, ସହାୟତା ପାଇଁ କରୁଛନ୍ତି ନିବେଦନ

ବୌଦ୍ଧ : ଚାଲିବାକୁ ଏହି ବାଡି ଖଣ୍ଡିକ ହିଁ ସାହାରା । ତଥାପି ପାଖରେ କେହି ଜଣେ ନ ରହିଲେ…

4 hours ago