ରାଜ୍ୟ

ହଜିଗଲା ମାନବିକତା, ଦିବ୍ୟାଙ୍ଗ ନବଜାତ ଶିଶୁକୁ ବୁଦା ମୂଳରେ ଫିଙ୍ଗି ଚାଲିଗଲେ ମା’ ବାପା

ସୋର (କେନ୍ୟୁଜ): ହଜିଗଲା ମାନବିକତା । ମା ବାପା ପରିବାର କାହାରି ହୃଦୟରେ ଦୟା ଆସିଲାନି ? ଦିବ୍ୟାଙ୍ଗ ନବ ଜାତ ଶିଶୁ ପୁତ୍ରକୁ ନିଛାଟିଆ ରେଳଲାଇନ କଣ୍ଟା ବୁଦା ମୂଳରେ ଫିଙ୍ଗି ଚାଲିଗଲେ l ନବଜାତ ଦିବ୍ୟାଙ୍ଗ ଶିଶୁର ଦୁଇ ଗୋଡ଼ ଓ ଗୋଟିଏ ହାତ ନାହିଁ । ସୋର ପୌରପାଳିକା ମୋବାରକପୁର ଗ୍ରାମର ବାସନ୍ତୀ ବିନ୍ଧାଣି ହାଣ୍ଡିଆ ବିକ୍ରୀ କରୁଥିବା ବେଳେ ଦିବ୍ୟାଙ୍ଗ ନବଜାତ ଶିଶୁ କାନ୍ଦ ଶୁଣି ନିକଟକୁ ଯାଇ ଶିଶୁଟିକୁ ଉଦ୍ଧାର କରି ନିକଟସ୍ଥ ଜୈନିକ ବ୍ୟକ୍ତିଙ୍କ ଘରେ କ୍ଷୀର ପିଆଇ ଶିଶୁଟିକୁ ନେଇଆସି ଘରେ ରଖିଛନ୍ତି। ଶିଶୁ ଟିକୁ ଉଦ୍ଧାରକରାଯାଇ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ଦାବି ହେଉଛି ।

Barsha

Recent Posts

ଓଡ଼ିଆ ସଂସ୍କୃତି ଓ ଅସ୍ମିତାର ପର୍ବ ହେଉଛି ରଜ: ଗୁରୁଜୀ ଡକ୍ଟର ଚନ୍ଦ୍ରଭାନୁ ଶତପଥୀ

ନୂଆଦିଲ୍ଲୀ : ରଜ ପର୍ବ ଉପଲକ୍ଷେ ଗୁରୁଜୀ ଡକ୍ଟର ଚନ୍ଦ୍ରଭାନୁ ଶତପଥୀ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ…

13 mins ago

ଟି୨୦ ବିଶ୍ୱକପ ୨୦୨୪: ଭଙ୍ଗାଗଲା ନାସାଉ କାଉଣ୍ଟି ଷ୍ଟାଡିୟମ, ଖର୍ଚ୍ଚ ହୋଇଥିଲା ୨୫୦ କୋଟି

ଟି-୨୦ ବିଶ୍ୱକପରେ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଛି ନ୍ୟୁୟର୍କର ନାସାଉ କାଉଣ୍ଟି କ୍ରିକେଟ ଷ୍ଟାଡିୟମ । ମାତ୍ର ୩ ମାସରେ…

14 mins ago

ଅତ୍ୟଧିକ କେଶ ଝଡିବା ଯୋଗୁ ଚିନ୍ତିତ କି ? ଟ୍ରାଏ କରନ୍ତୁ ଏହି ଘର ତିଆରି ତେଲ

ସୁନ୍ଦର ଲମ୍ବା କେଶ ଏବଂ ମୋଟା କେଶ ପାଇବା ପାଇଁ ଲୋକମାନେ ଅନେକ ଉପାୟ ଚେଷ୍ଟା କରନ୍ତି । କିନ୍ତୁ…

21 mins ago

କାଶ୍ମୀରକୁ ନେଇ ଉତ୍ତେଜିତ ଭାଷଣ, ବଢ଼ିଲା ଲେଖିକା ଅରୁନ୍ଧତୀ ରାୟଙ୍କ ସମସ୍ୟା; ଚାଲିବ UAPA ଅଧୀନରେ ମକଦ୍ଦମା

ବିଶିଷ୍ଟ ଲେଖିକା ଅରୁନ୍ଧତୀ ରାୟଙ୍କ ବିରୋଧରେ UAPA (ୟୁଏପିଏ) ଅଧୀନରେ ମକଦ୍ଦମା ଚାଲିବ । ଦିଲ୍ଲୀ ଏଲ୍‌ଜି ଭି.କେ. ସକ୍ସେନା…

24 mins ago

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, ପାଟନା ହସ୍ପିଟାଲରେ ଭର୍ତ୍ତି

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା । ଆଜି ସକାଳେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପାଟନାର…

35 mins ago

୧୮ ରୁ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ, ପ୍ରଥମ ଦିନରୁ ମଧ୍ୟାହ୍ନ ଭୋଜନ ଦିଆଯିବା ନେଇ ନିର୍ଦ୍ଦେଶ

ଭୁବନେଶ୍ବର: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ…

39 mins ago