ପୁରୀ(କେନ୍ଯୁଜ୍): ପୁରୀରେ ନୂଆ ଡିଜିପି ସୁନୀଲ କୁମାର ବଂଶଲ। ଦାୟିତ୍ୱ ଗ୍ରହଣ କରିବା ପରେ ପତ୍ନୀଙ୍କ ସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ଆଶା ବହୁ ଦିନ ସ୍ୱପ୍ନ ଥିଲା, ତାହା ଆଜି ପୂରଣ ହୋଇଛି ବୋଲି କହିଛନ୍ତି ଡିଜିପି ସୁନୀଲ ବଂଶଲ।
ଡିଜିପିଙ୍କ ସହ ଅତିରିକ୍ତ ଡିଜି ଆଇନ ଶୃଙ୍ଖଳା ରାଧାକୃଷ୍ଣ ଶର୍ମା ଓ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ମଧ୍ୟ ଶ୍ରୀଜିଉଙ୍କ ଦର୍ସନ କରିଛନ୍ତି। ପୁରୀରେ ପହଞ୍ଚିବା ପରେ ବଡଦାଣ୍ଡରେ ନୂଆ ଡିଜିପିଙ୍କୁ ଏସ୍ପି ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ। ଗତ ୩୧ ତାରିଖରେ ଦାୟିତ୍ୱ ଗ୍ରହଣ କରିଥିଲେ ସୁନୀଲ କୁମାର ବଂଶଲ।
ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…
ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…
ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…
କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…
ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍ ଜନସନ୍ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…
ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…