ରାଜ୍ୟ

ଏଣିକି ଘରୋଇ ସ୍କୁଲରେ ଆର୍ଥିକ ଅନଗ୍ରସର ଓ ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀ EWS କୋଟାରେ ଲେଖାଇ ପାରିବେ ନାଁ

ଭୁବନେଶ୍ୱର (କେ ନ୍ୟୁଜ):  ଏଣିକି ରାଜ୍ୟରେ ଘରୋଇ ସ୍କୁଲଗୁଡ଼ିକରେ ଆର୍ଥିକ ଅନଗ୍ରସର ଓ ଦୁର୍ବଳ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଲାଗି EWS କୋଟାରେ ନାମଲେଖା ଅନଲାଇନରେ କରାଯିବ। କିଛି ସ୍ଥାନରୁ ଅନିୟମତତା ହେଉଥିବା ନେଇ ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ପୋର୍ଟାଲwww.rteparadarshi.odisha.gov.in ପ୍ରସ୍ତୁତ ହୋଇଛି । ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ଏହାକୁ ଲୋକାର୍ପିତ କରିବେ ।

ଶିକ୍ଷା ଅଧିକାର ଆଇନ ବଳରେ ବେସରକାରୀ ସ୍କୁଲରେ ଆର୍ଥିକ ଅନଗ୍ରସର ଓ ଦୁର୍ବଳ ଶ୍ରେଣୀର ପିଲାଙ୍କ ପାଇଁ ୨୫ ପ୍ରତିଶତ ସ୍ଥାନ ସଂରକ୍ଷଣ ରହିବ । ଅନ୍ୟପଟେ କିଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଗାମୀ ଶିକ୍ଷାବର୍ଷରୁ ଦ୍ୱାଦଶରେ କମର୍ସ ପାଠ୍ୟକ୍ରମ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

KNews Bureau

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

6 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

12 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago