କେନ୍ଦ୍ରାପଡା : ନବ ବଧୂଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡା : କେନ୍ଦ୍ରାପଡା ସଦରଥାନା ବାହାକଣ୍ଡିଆ ଲୁଣା ନଦୀ ପୋଲ ଉପରୁ ଡେଇଁ ନବ ବିବାହିତା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ପାରିବାରିକ କଳହ ଯୋଗୁ ସେ ଆତ୍ମହତ୍ୟା ଉଦ୍ୟମ କରୁଥିଲେ । ସେଠାରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

Leave A Reply

Your email address will not be published.