ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀର ଚର୍ଚ୍ଚିତ ସିଲ୍ସିଲା ଓ ବିନାୟକ ବେହେରା ପାରିବାରିକ ବିବାଦ ମାମଲାରେ ନୂଆ ଟୁଇଷ୍ଟ୍। ଏଥର ସ୍ୱାମୀ ନୁହଁନ୍ତି, ବଡଗଡ଼ ଥାନାରେ ଫେରାଦ ହୋଇଛନ୍ତି ସ୍ତ୍ରୀ ସିଲସିଲା ଓ ପୁଅ। ସ୍ୱାମୀଙ୍କ ବିରୋଧରେ ଆଣିଛନ୍ତି ସାଂଘାତିକ ଅଭିଯୋଗ। ସ୍ତ୍ରୀ ଓ ପୁଅକୁ ହତ୍ୟା ପାଇଁ ସୁପାରୀ ଦେଇଥିଲେ ସ୍ୱାମୀ ବିନାୟକ। କାରରେ ଘରକୁ ଫେରୁଥିବାବେଳେ ଉଭୟଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ତିନି ଜଣ ବାଇକ୍ରେ ଆସି ଅଟକାଇବା ସହ ଲୁହା ରଡ ଓ ହେଲମେଟରେ ଆକ୍ରମଣ କରିଥିଲେ।
ପୂର୍ବରୁ ଏପ୍ରିଲ ୨୩ ତାରିଖରେ ସିଲସିଲାଙ୍କ ସ୍ୱାମୀ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ପତ୍ନ୍ନୀ ଡ୍ରାଇଭରଙ୍କ ସହ ମିଶି ତାଙ୍କୁ ହତ୍ୟା କରିବା ପାଇଁ ସୁପାରୀ ଦେଇଥିବା ଅଭିଯୋଗ କରିଥିଲେ। ପରେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ ଡ୍ରାଇଭରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ସିଲସିଲା ଫେରାର ଥିଲେ।
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…