ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଂରାଜୀ ନବବର୍ଷ ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର (କେନ୍ୟୁଜ): ବର୍ଷ ୨୦୨୩ ବିଦାୟ ନେଇଛି । ନବବର୍ଷ ୨୦୨୪କୁ ବେଶ ଉତ୍ସାହର ସହ ସ୍ବାଗତ କରୁଛି ବିଶ୍ବ । ଭାରତ ସମେତ ବିଶ୍ବର କୋଣ ଅନୁକୋଣରେ ନବବର୍ଷକୁ ସ୍ବାଗତ କରିବା ପାଇଁ ଉତ୍ସବ ପାଳନ ଜାରି ରହିଛି । ନୂଆବର୍ଷରେ ନେଇଛନ୍ତି ନୂଆ ସଂକଳ୍ପ। ଇଂରାଜୀ ନବବର୍ଷ ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.