Below header

ରାୟଗଡା: ଅଳିଆ ଗଦାରୁ ନବଜାତ ଶିଶୁ କନ୍ୟା ଉଦ୍ଧାର, କୋଲନରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି

ରାୟଗଡା: ରାୟଗଡା ଜିଲ୍ଲାରେ ପୁଣି ଅଲୋଡ଼ା ହୋଇଛି ଶିଶୁ କନ୍ୟା । ଅଳିଆ ଗଦାରୁ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । । ଏଭଳି ଘଟଣା ଦେଖିବାକୁ ମିଳିଛି କୋଲନରା ବ୍ଲକର ଗୌରାଙ୍ଗ ମନ୍ଦିର ନିକଟରେ ।

ମନ୍ଦିର ପଛପଟ ଥିବା ଏକ ଅଳିଆ ଗଦାରେ କେହି ଜଣେ ନବଜାତ ଶିଶୁ କନ୍ୟାକୁ ଛାଡି ଚାଲିଯାଇଛି ।  ପରେ ସ୍ଥାନୀୟ ଲୋକ ଶିଶୁ କନ୍ୟାକୁ ଉଦ୍ଧାର କରି ସ୍ଥାନୀୟ କୋଲନରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବର୍ତମାନ ଶିଶୁଟିର ସ୍ୱାସ୍ଥ୍ୟବସ୍ଥା ଠିକ ଥିବା ଡାକ୍ତର ପ୍ରକାଶ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.