ପୁରୀରେ ପହଂଚିଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ

 ପୁରୀରେ ଓଡ଼ିଶାର ୨୬ତମ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆଜି ଭୋରରେ ପୁରୁଷୋତ୍ତମ ଏକ୍ସପ୍ରେସ ଯୋଗେ ପୁରୀରେ ପହଂଚିଛନ୍ତି।

ପୁରୀରେ ଓଡ଼ିଶାର ୨୬ତମ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆଜି ଭୋରରେ ପୁରୁଷୋତ୍ତମ ଏକ୍ସପ୍ରେସ ଯୋଗେ ପୁରୀରେ ପହଂଚିଛନ୍ତି। ଜିଲ୍ଲାପାଳ ଓ ଏସପି କଲେ ସ୍ବାଗତ। ରାଜଭବନରେ ଅବସ୍ଥାନ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ କରିବେ ଦର୍ଶନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.