ରାଜ୍ୟ

ନବୀନ ନିବାସରେ ଦୀପାଳି, ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନେଲେ ଆଶୀର୍ବାଦ

ଭୁବନେଶ୍ୱର (କେନ୍ୟୁଜ): ନବୀନ ନିବାସରେ ଦୀପାଳି ଦାସ । ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ । ସାଙ୍ଗରେ ଅଛନ୍ତି ଭାଇ ବିଶାଳ ଦାସ । ଆଜି ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚିଥିଲେ ଦୀପାଳି । ପରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି । ଝାରସୁଗୁଡ଼ାର ନୂତନ ନିର୍ମାଣ ପାଇଁ ତାଙ୍କ ବାପା ଦେଖିଥିବା ସ୍ୱପ୍ନକୁ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ପୂରଣ କରିବେ ବୋଲି ଆଶା ରଖିଛନ୍ତି ଦୀପାଳି। ବିଜେଡିର ବରିଷ୍ଠ ନେତୃବୃନ୍ଦଙ୍କୁ ମଧ୍ୟ ଭେଟି ଆଶୀର୍ବାଦ ନେବେ ବୋଲି ଭୁବନେଶ୍ୱରରେ ପହଞ୍ଚିବା ପରେ ଦୀପାଳି କହିଥିଲେ ।

Barsha

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

9 seconds ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

9 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

44 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

51 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago